ଗଣନା ପୁସ୍ତକ 35:8 - ଓଡିଆ ବାଇବେଲ8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।” See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।” See the chapterପବିତ୍ର ବାଇବଲ8 ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।” See the chapter |