ଗଣନା ପୁସ୍ତକ 36:7 - ଓଡିଆ ବାଇବେଲ7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। See the chapterପବିତ୍ର ବାଇବଲ (Re-edited) - (BSI)7 ତାହା କଲେ ଇସ୍ରାଏଲ-ସନ୍ତାନଗଣର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। See the chapterପବିତ୍ର ବାଇବଲ7 ଅଧିକାର ଗୋଟିଏ ପରିବାରବର୍ଗରୁ ଅନ୍ୟ ଗୋଟିଏ ପରିବାରବର୍ଗକୁ ଯିବା ଉଚିତ୍ ନୁହେଁ। ଇସ୍ରାଏଲର ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ଭୂମିର ଅଧିକାର ନିଜ ନିଜ ପରିବାରବର୍ଗଙ୍କ ମଧ୍ୟରେ ରଖିବା ଉଚିତ୍। See the chapter |