Online Bible

- Advertisements -




ଗଣନା ପୁସ୍ତକ 7:73 - ଓଡିଆ ବାଇବେଲ

73 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

See the chapter Copy

ପବିତ୍ର ବାଇବଲ (Re-edited) - (BSI)

73 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

73 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

See the chapter Copy




ଗଣନା ପୁସ୍ତକ 7:73

Follow us:

Advertisements


Advertisements