ଗଣନା ପୁସ୍ତକ 8:11 - ଓଡିଆ ବାଇବେଲ11 ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। See the chapterପବିତ୍ର ବାଇବଲ (Re-edited) - (BSI)11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। See the chapterପବିତ୍ର ବାଇବଲ11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ। See the chapter |