ଗଣନା ପୁସ୍ତକ 8:12 - ଓଡିଆ ବାଇବେଲ12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ। See the chapterପବିତ୍ର ବାଇବଲ (Re-edited) - (BSI)12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ। See the chapterପବିତ୍ର ବାଇବଲ12 “ଲେବୀୟମାନଙ୍କୁ କୁହ ଏହି ଦୁଇ ଷଣ୍ଢର ମସ୍ତକରେ ସେମାନଙ୍କର ହସ୍ତ ରଖିବେ। ତହୁଁ ତୁମ୍ଭେ ଲେବୀୟମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। See the chapter |