ଗଣନା ପୁସ୍ତକ 8:2 - ଓଡିଆ ବାଇବେଲ2 “ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।” See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’” See the chapterପବିତ୍ର ବାଇବଲ2 “ହାରୋଣଙ୍କୁ କୁହ, ମୁଁ ଦେଖାଇଥିବା ସ୍ଥାନରେ ସାତୋଟି ପ୍ରଦୀପ ରଖିବେ। ଯାହାଫଳରେ ସାତୋଟି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।” See the chapter |