ଗଣନା ପୁସ୍ତକ 9:7 - ଓଡିଆ ବାଇବେଲ7 ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ ?” See the chapterପବିତ୍ର ବାଇବଲ (Re-edited) - (BSI)7 ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?” See the chapterପବିତ୍ର ବାଇବଲ7 ଏହି ଲୋକମାନେ ମୋଶାଙ୍କୁ କହିଲେ, “ଶବ ସ୍ପର୍ଶ କରି ଆମ୍ଭେମାନେ ଅଶୁଚି ହୋଇଅଛୁ। ତେଣୁ ସମସ୍ତ ଇସ୍ରାଏଲୀୟମାନଙ୍କ ସହିତ ସଦାପ୍ରଭୁଙ୍କୁ ନିର୍ଦ୍ଧାରିତ ସମୟରେ ଉପହାର କରିବା ପାଇଁ କାହିଁକି ଆମ୍ଭମାନଙ୍କୁ ଅନୁମତି ଦିଆ ନ ଯିବ?” See the chapter |