ଫିଲିପୀୟ 1:23 - ଓଡିଆ ବାଇବେଲ23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; See the chapterପବିତ୍ର ବାଇବଲ (Re-edited) - (BSI)23 ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; See the chapterପବିତ୍ର ବାଇବଲ (CL) NT (BSI)23 ମୁଁ ଦୁଇଆଡ଼ୁ ଦୁଇଟି ଆକର୍ଷଣର ସମ୍ମୁଖୀନ। ଏ ଜୀବନ ପରିତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋର ଅତୀବ ଇଚ୍ଛା। ଅବଶ୍ୟ ଏହା ଶ୍ରେୟସ୍କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; See the chapterପବିତ୍ର ବାଇବଲ23 ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ। See the chapter |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।