ଫିଲିପୀୟ 1:6 - ଓଡିଆ ବାଇବେଲ6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; See the chapterପବିତ୍ର ବାଇବଲ (Re-edited) - (BSI)6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ; See the chapterପବିତ୍ର ବାଇବଲ (CL) NT (BSI)6 ତେଣୁ ମୁଁ ଏ ବିଷୟରେ ନିଶ୍ଚିତ ଯେ, ଯେଉଁ ପ୍ରଭୁ ତୁମ୍ଭମାନଙ୍କଠାରେ ଏହି ସତ୍କାର୍ଯ୍ୟ ଆରମ୍ଭ କରିଛନ୍ତି, ଖ୍ରୀଷ୍ଟ ଯୀଶୁଙ୍କ ପୁନରାଗମନ ଦିନରେ ଏହା ଶେଷ ହେବା ପର୍ଯ୍ୟନ୍ତ ସେ ତାହା ନିର୍ବାହ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; See the chapterପବିତ୍ର ବାଇବଲ6 ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ। See the chapter |