ଫିଲିପୀୟ 3:2 - ଓଡିଆ ବାଇବେଲ2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; See the chapterପବିତ୍ର ବାଇବଲ (Re-edited) - (BSI)2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; See the chapterପବିତ୍ର ବାଇବଲ (CL) NT (BSI)2 ଯେଉଁମାନେ ଅସତ୍ କାର୍ଯ୍ୟରେ ଲିପ୍ତ, ଯେଉଁମାନେ ଶରୀରକୁ ବିକଳାଙ୍ଗ କରିବା ପାଇଁ ଜିଦ୍ ଧରନ୍ତି, ସେହି କୁକୁରମାନଙ୍କ ପ୍ରତି ସାବଧାନ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; See the chapterପବିତ୍ର ବାଇବଲ2 ଯେଉଁମାନେ ମନ୍ଦକର୍ମରେ ଲିପ୍ତ, ସେମାନଙ୍କଠାରୁ ସାବଧାନ ହୋଇ ରୁହ, ସେମାନେ କୁକୁରମାନଙ୍କ ପରି। ସେମାନେ ଲୋକମାନଙ୍କୁ ସୁନ୍ନତ ହେବା ପାଇଁ ଦାବୀ କରନ୍ତି। See the chapter |