ହିତୋପଦେଶ 19:8 - ଓଡିଆ ବାଇବେଲ8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। See the chapterପବିତ୍ର ବାଇବଲ (Re-edited) - (BSI)8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ। See the chapterପବିତ୍ର ବାଇବଲ8 ଯଦି ଜଣେ ଲୋକ ତା’ ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହେବ। ଯେ ବିବେଚନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ। See the chapter |