ହିତୋପଦେଶ 2:18 - ଓଡିଆ ବାଇବେଲ18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, See the chapterପବିତ୍ର ବାଇବଲ (Re-edited) - (BSI)18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, See the chapterପବିତ୍ର ବାଇବଲ18 ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ୟୁ ଆଡ଼କୁ ଗୋଡ଼େଇବ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗେଇ ନେବ। See the chapter |