ହିତୋପଦେଶ 20:2 - ଓଡିଆ ବାଇବେଲ2 ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ। See the chapterପବିତ୍ର ବାଇବଲ (Re-edited) - (BSI)2 ରାଜାର ଭୟଙ୍କରତା ସିଂହଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ। See the chapterପବିତ୍ର ବାଇବଲ2 ରାଜାଙ୍କର ରାଗ ସିଂହର ଗର୍ଜନ ପରି, ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ। See the chapter |