ହିତୋପଦେଶ 23:7 - ଓଡିଆ ବାଇବେଲ7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। See the chapterପବିତ୍ର ବାଇବଲ7 ସେ ହେଉଛି ଏହିପରି ଲୋକ ଯେ କି ସର୍ବଦା ମୂଲ୍ୟ କଥା ଚିନ୍ତା କରେ। ସେ ଏପରି ତୁମ୍ଭକୁ କହିପାରେ, “ଖାଅ ପିଅ” କିନ୍ତୁ ତାହା ତା'ର ଅନ୍ତରର କଥା ନୁହେଁ। See the chapter |