ହିତୋପଦେଶ 25:7 - ଓଡିଆ ବାଇବେଲ7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ। See the chapterପବିତ୍ର ବାଇବଲ (Re-edited) - (BSI)7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ। See the chapterପବିତ୍ର ବାଇବଲ7 ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ। See the chapter |