ହିତୋପଦେଶ 25:9 - ଓଡିଆ ବାଇବେଲ9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି ପରର ଗୋପନୀୟ କଥା ପ୍ରକାଶ କର ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ। See the chapterପବିତ୍ର ବାଇବଲ9 ଯଦି ପ୍ରତିବାସୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀୟତାକୁ ପ୍ରକଟ କର ନାହିଁ। See the chapter |