ହିତୋପଦେଶ 28:2 - ଓଡିଆ ବାଇବେଲ2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ। See the chapterପବିତ୍ର ବାଇବଲ2 ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତେବେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସେମାନେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ। See the chapter |