ହିତୋପଦେଶ 29:1 - ଓଡିଆ ବାଇବେଲ1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ। See the chapterପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ। See the chapterପବିତ୍ର ବାଇବଲ1 ଯେଉଁ ଲୋକ ଥରକୁଥର, ଅନୁଯୋଗ ପାଇ ମଧ୍ୟ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହେବ। See the chapter |