ହିତୋପଦେଶ 3:11 - ଓଡିଆ ବାଇବେଲ11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ। See the chapterପବିତ୍ର ବାଇବଲ11 ହେ ମୋର ପୁତ୍ର, ବେଳେବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦେଖାଇ ଶାସ୍ତିବିଧାନ କରନ୍ତି। ସେଥିରେ ତୁମ୍ଭେ କ୍ରୋଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର। See the chapter |