ହିତୋପଦେଶ 3:33 - ଓଡିଆ ବାଇବେଲ33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। See the chapterପବିତ୍ର ବାଇବଲ33 ସଦାପ୍ରଭୁ କୁକର୍ମ ଲୋକମାନଙ୍କ ଗୃହ ବିରୁଦ୍ଧରେ ଥା’ନ୍ତି। କିନ୍ତୁ ଧାର୍ମିକ ଲୋକମାନଙ୍କର ଗୃହକୁ ଆଶୀର୍ବାଦ କରନ୍ତି। See the chapter |