ହିତୋପଦେଶ 8:34 - ଓଡିଆ ବାଇବେଲ34 ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)34 ଯେ ମୋʼ କଥା ଶୁଣେ ଓ ମୋʼ ଦ୍ଵାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ଵାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ। See the chapterପବିତ୍ର ବାଇବଲ34 ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ। See the chapter |