ଗୀତସଂହିତା 126:2 - ଓଡିଆ ବାଇବେଲ2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” See the chapterପବିତ୍ର ବାଇବଲ2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।” See the chapter |