Online Bible

- Advertisements -




ଗୀତସଂହିତା 138:2 - ଓଡିଆ ବାଇବେଲ

2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।

See the chapter Copy

ପବିତ୍ର ବାଇବଲ

2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।

See the chapter Copy




ଗୀତସଂହିତା 138:2

Follow us:

Advertisements


Advertisements