ଗୀତସଂହିତା 142:3 - ଓଡିଆ ବାଇବେଲ3 ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। See the chapterପବିତ୍ର ବାଇବଲ3 ଆଶା ଛାଡ଼ିଦେବା ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମୋର ଶତ୍ରୁଗଣ ମୋ’ ପାଇଁ ଫାନ୍ଦ ବସାଇଅଛନ୍ତି। See the chapter |