ଗୀତସଂହିତା 17:9 - ଓଡିଆ ବାଇବେଲ9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ। See the chapterପବିତ୍ର ବାଇବଲ (Re-edited) - (BSI)9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ। See the chapterପବିତ୍ର ବାଇବଲ9 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ। ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି। ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର। ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି। See the chapter |