ଗୀତସଂହିତା 22:5 - ଓଡିଆ ବାଇବେଲ5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ଵାସ କଲେ, ଆଉ ଲଜ୍ଜିତ ନୋହିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। See the chapterପବିତ୍ର ବାଇବଲ5 ହେ ପରମେଶ୍ୱର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲେ ଏବଂ ସେମାନେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସେମାନେ ତୁମ୍ଭଙ୍କୁ ବିଶ୍ୱାସ କରିଥିବାରୁ ସେମାନେ ନିରାଶ ହେଲେ ନାହିଁ। See the chapter |