ଗୀତସଂହିତା 23:3 - ଓଡିଆ ବାଇବେଲ3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। See the chapterପବିତ୍ର ବାଇବଲ3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି। See the chapter |