ଗୀତସଂହିତା 27:4 - ଓଡିଆ ବାଇବେଲ4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। See the chapterପବିତ୍ର ବାଇବଲ (Re-edited) - (BSI)4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। See the chapterପବିତ୍ର ବାଇବଲ4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ, “ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।” See the chapter |