ଗୀତସଂହିତା 35:8 - ଓଡିଆ ବାଇବେଲ8 ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ। See the chapterପବିତ୍ର ବାଇବଲ (Re-edited) - (BSI)8 ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ। See the chapterପବିତ୍ର ବାଇବଲ8 ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ। ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ। ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ। See the chapter |