ଗୀତସଂହିତା 39:4 - ଓଡିଆ ବାଇବେଲ4 “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। See the chapterପବିତ୍ର ବାଇବଲ4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ? ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି? ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି। See the chapter |