ଗୀତସଂହିତା 4:2 - ଓଡିଆ ବାଇବେଲ2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? [ସେଲା] See the chapterପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା] See the chapterପବିତ୍ର ବାଇବଲ2 ହେ ଲୋକମାନେ, ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ? ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ? କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ? ସେଲା See the chapter |