ଗୀତସଂହିତା 4:8 - ଓଡିଆ ବାଇବେଲ8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। See the chapterପବିତ୍ର ବାଇବଲ (Re-edited) - (BSI)8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। See the chapterପବିତ୍ର ବାଇବଲ8 ମୁଁ ବିଛଣାରେ ଶାନ୍ତିରେ ଶୟନ କରେ, କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ। See the chapter |