ଗୀତସଂହିତା 44:2 - ଓଡିଆ ବାଇବେଲ2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ। See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ। See the chapterପବିତ୍ର ବାଇବଲ2 ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ। ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ। See the chapter |