ଗୀତସଂହିତା 48:2 - ଓଡିଆ ବାଇବେଲ2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। See the chapterପବିତ୍ର ବାଇବଲ (Re-edited) - (BSI)2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। See the chapterପବିତ୍ର ବାଇବଲ2 ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ। ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ। See the chapter |