ଗୀତସଂହିତା 50:7 - ଓଡିଆ ବାଇବେଲ7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, See the chapterପବିତ୍ର ବାଇବଲ (Re-edited) - (BSI)7 ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, See the chapterପବିତ୍ର ବାଇବଲ7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ। ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର। See the chapter |