ଗୀତସଂହିତା 52:2 - ଓଡିଆ ବାଇବେଲ2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। See the chapterପବିତ୍ର ବାଇବଲ (Re-edited) - (BSI)2 ପରମେଶ୍ଵରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ଵା ନିତା; ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। See the chapterପବିତ୍ର ବାଇବଲ2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ! See the chapter |