ଗୀତସଂହିତା 52:5 - ଓଡିଆ ବାଇବେଲ5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା] See the chapterପବିତ୍ର ବାଇବଲ (Re-edited) - (BSI)5 ପରମେଶ୍ଵର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ଵୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା] See the chapterପବିତ୍ର ବାଇବଲ5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ। ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ। ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ। ସେଲା See the chapter |