ଗୀତସଂହିତା 52:7 - ଓଡିଆ ବାଇବେଲ7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। See the chapterପବିତ୍ର ବାଇବଲ (Re-edited) - (BSI)7 ଦେଖ, ଏହି ଲୋକ ପରମେଶ୍ଵରଙ୍କୁ ଆପଣାର ବଳ ସ୍ଵରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।” See the chapterପବିତ୍ର ବାଇବଲ7 “ଦେଖ, ତାଙ୍କୁ କ’ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।” See the chapter |