ଗୀତସଂହିତା 52:9 - ଓଡିଆ ବାଇବେଲ9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। See the chapterପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। See the chapterପବିତ୍ର ବାଇବଲ9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି। ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ। See the chapter |