ଗୀତସଂହିତା 56:7 - ଓଡିଆ ବାଇବେଲ7 ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। See the chapterପବିତ୍ର ବାଇବଲ (Re-edited) - (BSI)7 ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। See the chapterପବିତ୍ର ବାଇବଲ7 କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ। ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ। See the chapter |