ଗୀତସଂହିତା 7:8 - ଓଡିଆ ବାଇବେଲ8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। See the chapterପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। See the chapterପବିତ୍ର ବାଇବଲ8 ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର। ମୋର ମଧ୍ୟ ବିଗ୍ଭର କର। ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍। ପ୍ରମାଣ କର ଯେ ମୁଁ ନିରପରାଧ। See the chapter |