ଗୀତସଂହିତା 8:4 - ଓଡିଆ ବାଇବେଲ4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? See the chapterପବିତ୍ର ବାଇବଲ (Re-edited) - (BSI)4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? See the chapterପବିତ୍ର ବାଇବଲ4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ? କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ? କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?” See the chapter |