ପ୍ରକାଶିତ 1:2 - ଓଡିଆ ବାଇବେଲ2 ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି । See the chapterପବିତ୍ର ବାଇବଲ (Re-edited) - (BSI)2 ସେହି ଯୋହନ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ଵନ୍ଧରେ, ଅର୍ଥାତ୍, ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି। See the chapterପବିତ୍ର ବାଇବଲ (CL) NT (BSI)2 ପୁଣି ଯୋହନ ନିଜେ ଯାହା ସବୁ ଦେଖିଛନ୍ତି, ତାହା ଏଥିରେ ପ୍ରକାଶ କରିଛନ୍ତି। ଏହି ବିବରଣୀରେ ଈଶ୍ୱରଙ୍କ ବାର୍ତ୍ତା ଓ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ସତ୍ୟ ସନ୍ନିବେଶିତ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି। See the chapterପବିତ୍ର ବାଇବଲ2 ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା। See the chapter |