ପ୍ରକାଶିତ 13:2 - ଓଡିଆ ବାଇବେଲ2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା । See the chapterପବିତ୍ର ବାଇବଲ (Re-edited) - (BSI)2 ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା। See the chapterପବିତ୍ର ବାଇବଲ (CL) NT (BSI)2 ପଶୁଟି ଗୋଟିଏ ଚିତାବାଘ ପରି ଦେଖାଯାଉଥିଲା। ତାହାର ପାଦ ଭାଲୁ ପାଦ ପରି ଏବଂ ପାଟି ସିଂହ ପାଟି ପରି। ପୂର୍ବବର୍ଣ୍ଣିତ ଲୋହିତ ବର୍ଣ୍ଣର ବିକଟାଳ ସର୍ପ ଏହି ପଶୁକୁ ନିଜର ଶକ୍ତି, ସିଂହାସନ ଓ ଅଶେଷ କ୍ଷମତା ସମର୍ପଣ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା। See the chapterପବିତ୍ର ବାଇବଲ2 ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା। See the chapter |