ପ୍ରକାଶିତ 2:29 - ଓଡିଆ ବାଇବେଲ29 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । See the chapterପବିତ୍ର ବାଇବଲ (Re-edited) - (BSI)29 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। See the chapterପବିତ୍ର ବାଇବଲ (CL) NT (BSI)29 “ଶୁଣିବାକୁ ଶକ୍ତି ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।” See the chapterପବିତ୍ର ବାଇବଲ29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। See the chapter |