ପ୍ରକାଶିତ 2:5 - ଓଡିଆ ବାଇବେଲ5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ । See the chapterପବିତ୍ର ବାଇବଲ (Re-edited) - (BSI)5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ ପରିବର୍ତ୍ତନ ନ କର, ତେବେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ଵସ୍ଥାନରୁ ଘୁଞ୍ଚାଇଦେବୁ। See the chapterପବିତ୍ର ବାଇବଲ (CL) NT (BSI)5 ତୁମର କେଡ଼େ ଅଧୋଗତି ହୋଇଛି, ଚିନ୍ତା କର। ପାପରୁ ଫେରି ପୂର୍ବ ପରି ସତ୍କର୍ମ କର। ଯଦି ପାପରୁ ଫେରି ନ ଆସ, ତେବେ ମୁଁ ତୁମର ପ୍ରଦୀପକୁ ସ୍ଥାନାନ୍ତରିତ କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ। See the chapterପବିତ୍ର ବାଇବଲ5 ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହୋଇଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ଯ୍ୟଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତେବେ ମୁଁ ଆସି ତୁମ୍ଭର ଦୀପରୂଖାକୁ ତା'ର ସ୍ଥାନରୁ ଅଲଗା କରିଦେବି। See the chapter |