ପ୍ରକାଶିତ 4:4 - ଓଡିଆ ବାଇବେଲ4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ । See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। See the chapterପବିତ୍ର ବାଇବଲ (CL) NT (BSI)4 ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। See the chapterପବିତ୍ର ବାଇବଲ4 ସେହି ସିଂହାସନର ଗ୍ଭରିପାଖରେ ଆଉ ଚବିଶ୍ଟି ସିଂହାସନ ଥିଲା। ସେହି ଚବିଶ୍ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। See the chapter |