ପ୍ରକାଶିତ 9:7 - ଓଡିଆ ବାଇବେଲ7 ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ; See the chapterପବିତ୍ର ବାଇବଲ (Re-edited) - (BSI)7 ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧାର୍ଥେ ସଜ୍ଜିତ ଅଶ୍ଵମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି ସେମାନଙ୍କ ମୁଖ ମନୁଷ୍ୟ-ମାନଙ୍କ ମୁଖ ସଦୃଶ; See the chapterପବିତ୍ର ବାଇବଲ (CL) NT (BSI)7 ପଙ୍ଗପାଳଗୁଡ଼ିକ ଯୁଦ୍ଧ ପାଇଁ ସୁସଜ୍ଜିତ ଅଶ୍ୱ ପରି ଦେଖାଯାଉଥିଳେ। ସେମାନଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ପରି ଆବରଣ ଥିଲା। ସେମାନଙ୍କର ମୁଖ ମନୁଷ୍ୟ ମୁଖ ପରି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ; See the chapterପବିତ୍ର ବାଇବଲ7 ସେହି ପଙ୍ଗପାଳମାନେ ଯୁଦ୍ଧ ପାଇଁ ସୁସଜ୍ଜିତ ଅଶ୍ୱପରି ଥିଲେ। ସେମାନଙ୍କର ମସ୍ତକ ସୁବର୍ଣ୍ଣ ମୁକୁଟ ଭଳି ଦେଖାଯାଉଥିବା କିଛି ଥିଲା। ସେମାନଙ୍କର ମୁହଁ ମଣିଷ ପରି ଥିଲା। See the chapter |