ରୋମୀୟ 2:18 - ଓଡିଆ ବାଇବେଲ18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ, See the chapterପବିତ୍ର ବାଇବଲ (Re-edited) - (BSI)18 ଆଉ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି ଭଲ ମନ୍ଦର ପ୍ରଭେଦ ବୁଝୁଅଛ, See the chapterପବିତ୍ର ବାଇବଲ (CL) NT (BSI)18 ତୁମ ପାଇଁ ଈଶ୍ୱରଙ୍କ ଅଭିମତ ଜାଣିଛ ଓ ବ୍ୟବସ୍ଥାରୁ ସତ୍ ଓ ଅସତ୍ ଜ୍ଞାନ ପାଇଛ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ, See the chapterପବିତ୍ର ବାଇବଲ18 ତୁମ୍ଭେ ଜାଣ ଯେ, ତୁମ୍ଭେ କ’ଣ କରିବ ବୋଲି ପରମେଶ୍ୱର ଗ୍ଭହାନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟ ଗୁଡ଼ିକ ମହତ୍ତ୍ୱପୂର୍ଣ୍ଣ, କାରଣ ତୁମ୍ଭେ ବ୍ୟବସ୍ଥା ଶିଖିଛ। See the chapter |