ରୋମୀୟ 2:28 - ଓଡିଆ ବାଇବେଲ28 କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ; See the chapterପବିତ୍ର ବାଇବଲ (Re-edited) - (BSI)28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁନ୍ତ See the chapterପବିତ୍ର ବାଇବଲ (CL) NT (BSI)28 କେବଳ ଶାରୀରିକ ଭାବରେ ସୁନ୍ନତ ହୋଇ ଉପରକୁ ଇହୁଦୀ ବୋଲି ପରିଚିତ ହେଉଥିବା ଲୋକ ପ୍ରକୃତରେ ଇହୁଦୀ ନୁହେଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ; See the chapterପବିତ୍ର ବାଇବଲ28 ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ। See the chapter |